Job 8:13 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ସହେି ଘାସ ସଦୃଶ। ପରମେଶ୍ବରଙ୍କୁ ଭୁଲି ୟାଇଥିବା ଲୋକର କୌଣସି ଆଶା ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ସେହି ଘାସ ସଦୃଶ। ପରମେଶ୍ୱରଙ୍କୁ ଭୁଲି ଯାଇଥିବା ଲୋକର କୌଣସି ଆଶା ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,