Job 8:14 — Compare Translations
5 translations compared side by side
Odia - 1840
"ସେ ଲୋକର ଆଉ ୟିବା ପାଇଁ କିଛି ନାହିଁ। ତା'ର ସୁରକ୍ଷା ବୁଢ଼ିଆଣୀର ଜାଲପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକର ଆଉ ଯିବା ପାଇଁ କିଛି ନାହିଁ। ତା’ର ସୁରକ୍ଷା ବୁଢ଼ିଆଣୀର ଜାଲପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।