Job 8:15 — Compare Translations

5 translations compared side by side

Odia - 1840
"ସେ ଯଦି ତା' ଉପରେ ଆଉଜି ପଡ଼େ, ତାହା ଛିଣ୍ଡିୟିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ଵନ କରିବ, ମାତ୍ର ତାହା ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯଦି ତା’ ଉପରେ ଆଉଜି ପଡ଼େ, ତାହା ଛିଣ୍ଡିଯିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ।