Job 8:16 — Compare Translations
5 translations compared side by side
Odia - 1840
"ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଏକ ଲତା ସଦୃଶ ଯିଏ ପ୍ରଚୁର ପାଣି ଓ ସୂର୍ଯ୍ୟ କିରଣରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନରେ ବ୍ୟାପି ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।