Job 8:20 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅନ୍ଯାଯସବୁକୁ କବେେ ପ୍ରତ୍ଯାଖ୍ଯାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାୟ୍ଯ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପରମେଶ୍ଵର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ୟାୟସବୁକୁ କେବେ ପ୍ରତ୍ୟାଖ୍ୟାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାଯ୍ୟ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।

Recommended Reading