Job 8:21 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୁଣି ତୁମ୍ଭ ମୁଖ ରେ ହସ ଫୁଟାଇବେ। ତୁମ୍ଭେ ଓଠ ରେ ଖୁସିର ଶବ୍ଦ ଭରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ଵନିରେ ପୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୁଣି ତୁମ୍ଭ ମୁଖରେ ହସ ଫୁଟାଇବେ। ତୁମ୍ଭେ ଓଠରେ ଖୁସୀର ଶବ୍ଦ ଭରି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ।