Job 8:22 — Compare Translations
5 translations compared side by side
Odia - 1840
"ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ବଂସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଘୃଣାକାରୀମାନେ ଲଜ୍ଜାପରିହିତ ହେବେ ଓ ଦୁଷ୍ଟର ତମ୍ଵୁ ଆଉ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ୱଂସ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।