Job 8:3 — Compare Translations
5 translations compared side by side
Odia - 1840
"ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତିଣ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ’ଣ ବିଗ୍ଭରର ବିପରୀତ କରନ୍ତି କି? ଅଥବା ସର୍ବଶକ୍ତିମାନ ନ୍ୟାୟର ବିପରୀତ କରନ୍ତି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର କ’ଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କ’ଣ ନ୍ୟାୟ ବିପରୀତ କରନ୍ତି?