Job 8:4 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭର ପୁତ୍ର କନ୍ଯାଗଣ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କରିଅଛନ୍ତି, ସେଥିପାଇଁ ସେ ସମାନଙ୍କେୁ ସମାନଙ୍କେର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ପୁତ୍ରକନ୍ୟାଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛନ୍ତି, ସେଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;