Job 8:5 — Compare Translations

5 translations compared side by side

Odia - 1840
"କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ଦେଖ ଏବଂ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଯନିପୂର୍ବକ ପରମେଶ୍ଵରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ ଦେଖ ଏବଂ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;