Job 8:6 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ ଦୋଷ ତବେେ ସେ ନିଶ୍ଚିତ ଭାବରେ, ସେ ତୁମ୍ଭକୁ ସାହାୟ୍ଯ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ଦୋଷ ତେବେ, ସେ ନିଶ୍ଚିତ ଭାବରେ ତୁମ୍ଭକୁ ସାହାଯ୍ୟ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ନିର୍ମଳ ଓ ସରଳ ଥା’ନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।