Job 8:9 — Compare Translations
5 translations compared side by side
Odia - 1840
"ଯାହା ଦଖାଯାେଉଛି, ସତେ ଯମେିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀ ରେ ଆମ୍ଭର ଦିନ ଛାଯା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ଵରୂପ;
Odia Bible ERV 2004 (ପବିତ୍ର ବାଇବଲ)
ଯାହା ଦେଖାଯାଉଛି, ସତେ ଯେମିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀରେ ଆମ୍ଭର ଦିନ ଛାୟା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;