Job 9:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ଯାହା ଲୋକେ ବୁଝି ପାରନ୍ତି ନାହିଁ। ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯର କୌଣସି ଶଷେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ-କ୍ରିୟା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି, ଯାହା ଲୋକେ ବୁଝି ପାରନ୍ତି ନାହିଁ। ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟର କୌଣସି ଶେଷ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି।