Job 9:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେ ନିକଟରେ ଗମନ କରନ୍ତି। କିନ୍ତୁ ମୁଁ ତାଙ୍କୁ ଦେଖେ ନାହିଁ। ପରମେଶ୍ବର ଯେତବେେଳେ ମାେ ନିକଟ ଦଇେ ୟାଆନ୍ତି। ମୁଁ ତାଙ୍କୁ ଚିହ୍ନିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ନିକଟରେ ଗମନ କରନ୍ତି। କିନ୍ତୁ ମୁଁ ତାଙ୍କୁ ଦେଖେ ନାହିଁ, ପରମେଶ୍ୱର ଯେତେବେଳେ ମୋ’ ନିକଟ ଦେଇ ଯାଆନ୍ତି। ମୁଁ ତାଙ୍କୁ ଚିହ୍ନିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ମୋ’ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।