Job 9:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କ କୋର୍ଧ ଧରିରଖି ପାରିବେ ନାହିଁ। ରାହବର ସାହାୟ୍ଯକାରୀମାନେ ମଧ୍ଯ ତାଙ୍କୁ ଭୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା କ୍ରୋଧ ସମ୍ଵରଣ କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ କ୍ରୋଧ ଧରିରଖି ପାରିବେ ନାହିଁ। ରାହାବର ସାହାଯ୍ୟକାରୀମାନେ ମଧ୍ୟ ତାଙ୍କୁ ଭୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।