Job 9:14 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ପରମେଶ୍ବରଙ୍କ ସହିତ ୟୁକ୍ତି କରିପାରିବି ନାହିଁ ଏବଂ ତାଙ୍କୁ କ'ଣ କହିବି ତାହା ମଧ୍ଯ ଜାଣି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରି ପାରିବି ନାହିଁ ଏବଂ ତାଙ୍କୁ କ’ଣ କହିବି ତାହା ମଧ୍ୟ ଜାଣି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?