Job 9:15 — Compare Translations
5 translations compared side by side
Odia - 1840
"ମୁଁ ନିରୀହ, କିନ୍ତୁ ମୁଁ ତାଙ୍କୁ ଉତ୍ତର ଦଇପୋରିବି ନାହିଁ। ମୁଁ ମାରେବିଚାରକର୍ତ୍ତାଙ୍କୁ ଦୟା ପାଇଁ ଭିକ୍ଷା କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିରୀହ, କିନ୍ତୁ ମୁଁ ତାଙ୍କୁ ଉତ୍ତର ଦେଇ ପାରିବି ନାହିଁ। ମୁଁ ମୋର ବିଗ୍ଭରକର୍ତ୍ତାଙ୍କୁ ଦୟା ପାଇଁ ଭିକ୍ଷା କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।