Job 9:17 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ଚକଟି ଦବୋ ପାଇଁ ଝଡ଼ ପଠାଇବେ, କୌଣସି କାରଣ ନ ଥାଇ ସେ ମାେତେ ଅଧିକ ଆଘାତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଚକଟି ଦେବା ପାଇଁ ଝଡ଼ ପଠାଇବେ, କୌଣସି କାରଣ ନ ଥାଇ ସେ ମୋତେ ଅଧିକ ଆଘାତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।