Job 9:18 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ପୁନର୍ବାର ନିଶ୍ବାସ ନବୋକୁ ଦବେେ ନାହିଁ, କିନ୍ତୁ ଅଧିକ କଷ୍ଟ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ନିଶ୍ଵାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ପୁନର୍ବାର ନିଶ୍ୱାସ ନେବାକୁ ଦେବେ ନାହିଁ, କିନ୍ତୁ ଅଧିକ କଷ୍ଟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।