Job 9:19 — Compare Translations
5 translations compared side by side
Odia - 1840
"ମୁଁ ପରମେଶ୍ବରଙ୍କୁ ପରାସ୍ତ କରିପାରିବି ନାହିଁ। ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ, ମୁଁ ତାଙ୍କୁ ନ୍ଯାଯାଳଯକୁ ନଇେ ପାରିବି ନାହିଁ। ଏବଂ ମାେ ପ୍ରତି ସଦଯ ହବୋକୁ ବାଧ୍ଯ କରିପାରିବି ନାହିଁ। କିଏ ତାଙ୍କୁ ନ୍ଯାଯାଳଯକୁ ଆସିବାକୁ ବାଧ୍ଯ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ ପରାସ୍ତ କରି ପାରିବି ନାହିଁ। ପରମେଶ୍ୱର ଅତ୍ୟନ୍ତ ପରାକ୍ରମଶାଳୀ, ମୁଁ ତାଙ୍କୁ ନ୍ୟାୟାଳୟକୁ ନେଇ ପାରିବି ନାହିଁ। ଏବଂ ମୋ’ ପ୍ରତି ସଦୟ ହେବାକୁ ବାଧ୍ୟ କରି ପାରିବି ନାହିଁ। କିଏ ତାଙ୍କୁ ନ୍ୟାୟାଳୟକୁ ଆସିବାକୁ ବାଧ୍ୟ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋ’ ପାଇଁ ସମୟ ନିରୂପଣ କରିବ?