Job 9:22 — Compare Translations
5 translations compared side by side
Odia - 1840
"ମୁଁ ନିଜକୁ କ ହେ, 'ସମସ୍ତଙ୍କ ପ୍ରତି ସମାନ ଘଟଣା ଘଟେ। ନିରୀହ ଲୋକ ମଧ୍ଯ ଦୋଷୀ ବ୍ଯକ୍ତିଭଳି ମରନ୍ତି। ପରମେଶ୍ବର ସମସ୍ତଙ୍କୁ ସଂହାର କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜକୁ କହେ, ‘ସମସ୍ତଙ୍କ ପ୍ରତି ସମାନ ଘଟଣା ଘଟେ। ନିରୀହ ଲୋକ ମଧ୍ୟ ଦୋଷୀ ବ୍ୟକ୍ତିଭଳି ମରନ୍ତି। ପରମେଶ୍ୱର ସମସ୍ତଙ୍କୁ ସଂହାର କରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।