Job 9:23 — Compare Translations
5 translations compared side by side
Odia - 1840
"ଯଦି ହଠାତ୍ କିଛି ଭୟଙ୍କର ଘଟଣା ଘଟେ ଓ ଜଣେ ନିରୀହ ବ୍ଯକ୍ତି ପ୍ରାଣ ହରାଏ, ପରମେଶ୍ବର କ'ଣ ନିର୍ଦ୍ ଦୋଷର ମୃତ୍ଯୁ ରେ କବଳେ ହସି ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ହଠାତ୍ କିଛି ଭୟଙ୍କର ଘଟଣା ଘଟେ ଓ ଜଣେ ନିରୀହ ବ୍ୟକ୍ତି ପ୍ରାଣ ହରାଏ, ପରମେଶ୍ୱର କ’ଣ ନିର୍ଦ୍ଦୋଷର ମୃତ୍ୟୁରେ କେବଳ ହସି ପାରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୋରଡ଼ା ହଠାତ୍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
Odia IRV 2017 (ଓଡିଆ ବାଇବେଲ)
ଯଦି କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।