Job 9:24 — Compare Translations
5 translations compared side by side
Odia - 1840
"ଯେତବେେଳେ ଜଣେ ଦୁଷ୍ଟ ବ୍ଯକ୍ତି କୌଣସି ଜାଗା ଅଧିକାର କରେ, ପରମେଶ୍ବର ସହେି ନେତାଙ୍କୁ ଗତି ରୋଧ କରନ୍ତି, ଯାହାସବୁ ଘଟୁଛି ତାକୁ ଦେଖି? ଯଦି ପରମେଶ୍ବର ତାହା ନ କରନ୍ତି, ତବେେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ଦୁଷ୍ଟ ବ୍ୟକ୍ତି କୌଣସି ଜାଗା ଅଧିକାର କରେ, ପରମେଶ୍ୱର ସେହି ନେତାଙ୍କୁ ଗତିରୋଧ କରନ୍ତି, ଯାହାସବୁ ଘଟୁଛି ତାକୁ ଦେଖି? ଯଦି ପରମେଶ୍ୱର ତାହା ନ କରନ୍ତି, ତେବେ କିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?