Job 9:25 — Compare Translations
5 translations compared side by side
Odia - 1840
"ମାରେ ଦିନ ସବୁ ଶୀଘ୍ର ଗଡ଼ି ଚାଲିଛି ଜଣେ ଦୌଡ଼ାଳି ଭଳି। ମାରେ ଦିନ ସବୁ ଗଡ଼ି ଚାଲିଛି। ମାେ ଜୀବନ ରେ କୌଣସି ସୁଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ଦିନ ସବୁ ଶୀଘ୍ର ଗଡ଼ି ଗ୍ଭଲିଛି ଜଣେ ଦୌଡ଼ାଳି ଭଳି। ମୋର ଦିନ ସବୁ ଗଡ଼ି ଗ୍ଭଲିଛି। ମୋ’ ଜୀବନରେ କୌଣସି ସୁଖ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।