Job 9:26 — Compare Translations

5 translations compared side by side

Odia - 1840
"ମାରେ ଦିନ ସବୁ ଗଡ଼ି ଯାଉଛି ବଗଶାେଳୀ ନଳତୃଣ ନିର୍ମିତ ଜାହାଜ ଭଳି ଓ ଶିକାର ଉପରେ ଝାମ୍ପ ଦବୋକୁ ଉଦ୍ଯତ ଉତ୍କ୍ରୋଶ ପକ୍ଷୀଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦିନ ସବୁ ଗଡ଼ି ଯାଉଛି ବେଗଶାଳୀ ନଳତୃଣ ନିର୍ମିତ ଜାହାଜ ଭଳି ଓ ଶିକାର ଉପରେ ଝାମ୍ପ ଦେବାକୁ ଉଦ୍ୟତ ଉତ୍କ୍ରୋଶପକ୍ଷୀ ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।