Job 9:27 — Compare Translations

5 translations compared side by side

Odia - 1840
"ମୁଁ ଯଦି କ ହେ, 'ମୁଁ ଅଭିଯୋଗ କରିବି ନାହିଁ, ମୁଁ ମାରେ ୟନ୍ତ୍ରଣା ଭୁଲି ୟିବି। ମାେ ମୁହଁ ରେ ହସ ଫୁଟାଇବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯଦି କହେ, ‘ମୁଁ ଅଭିଯୋଗ କରିବି ନାହିଁ, ମୁଁ ମୋର ଯନ୍ତ୍ରଣା ଭୁଲି ଯିବି। ମୋ’ ମୁହଁରେ ହସ ଫୁଟାଇବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;