Job 9:28 — Compare Translations

5 translations compared side by side

Odia - 1840
"ଏହା ପ୍ରକୃତ ରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସହେି ୟନ୍ତ୍ରଣା ଏବେ ବି ମାେତେ ଭୟଭୀତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପ୍ରକୃତରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସେହି ଯନ୍ତ୍ରଣା ଏବେ ବି ମୋତେ ଭୟଭୀତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।