Job 9:3 — Compare Translations
5 translations compared side by side
Odia - 1840
"ଜଣେ ବ୍ଯକ୍ତି ପରମେଶ୍ବରଙ୍କ ସହିତ ବାଦାନୁବାଦ କରିପାରିବ ନାହିଁ। ପରମେଶ୍ବର ତାକୁ 1000 ପ୍ରଶ୍ନ କରିପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ଯ ଦଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ପରମେଶ୍ୱରଙ୍କ ସହିତ ବାଦାନୁବାଦ କରି ପାରିବ ନାହିଁ। ପରମେଶ୍ୱର ତାକୁ 1000 ପ୍ରଶ୍ନ କରି ପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ୟଦେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।