Job 9:30 — Compare Translations

5 translations compared side by side

Odia - 1840
"ଯଦି ମୁଁ ବରଫ ରେ ନିଜକୁ ଧୌତ କରେ। ମୁଁ ହାତଗୁଡ଼ିକୁ ସାବୁନ ରେ ଧୋଇ ସଫା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ବରଫରେ ନିଜକୁ ଧୌତ କରେ। ମୁଁ ହାତଗୁଡ଼ିକୁ ସାବୁନରେ ଧୋଇ ସଫା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,