Job 9:31 — Compare Translations

5 translations compared side by side

Odia - 1840
"ତଥାପି ପରମେଶ୍ବର ମାେତେ ଖସଡ଼ା ଗାତ ମଧ୍ଯକୁ ଠଲେି ଦବେେ। ତା'ପରେ ମାରେ ନିଜର ବସ୍ତୁ ମାେତେ ଘୃଣା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ପରମେଶ୍ୱର ମୋତେ ଖସଡ଼ା ଗାତ ମଧ୍ୟକୁ ଠେଲି ଦେବେ। ତା’ପରେ ମୋର ନିଜର ବସ୍ତୁ ମୋତେ ଘୃଣା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।