Job 9:32 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେଭଳି ମନୁଷ୍ଯ ନୁହନ୍ତି ଯେ ମୁଁ ତାହାଙ୍କୁ ଉତ୍ତର ଦବେି। ଆମ୍ଭର କବେେ ଗୋଟିଏ ନ୍ଯାଯାଳଯ ରେ ଏକତ୍ର ପରସ୍ପର ସାକ୍ଷାତ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ଭଳି ମନୁଷ୍ୟ ନୁହନ୍ତି ଯେ ମୁଁ ତାହାଙ୍କୁ ଉତ୍ତର ଦେବି। ଆମ୍ଭର କେବେ ଗୋଟିଏ ନ୍ୟାୟାଳୟରେ ଏକତ୍ର ପରସ୍ପର ସାକ୍ଷାତ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ମୋ’ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।