Job 9:33 — Compare Translations

5 translations compared side by side

Odia - 1840
"ମୁଁ ଚା ହେଁ କିଏ ମଧ୍ଯସ୍ଥ ହୁଅନ୍ତା, ୟିଏ ଦୁଇପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହେଁ କିଏ ମଧ୍ୟସ୍ଥ ହୁଅନ୍ତା, ଯିଏ ଦୁଇ ପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।