Job 9:34 — Compare Translations
5 translations compared side by side
Odia - 1840
"ମୁଁ ଚା ହେଁ କହେି ପରମେଶ୍ବରଙ୍କ ଦଣ୍ଡ ଦବୋର ବାଡ଼ିଟିକୁ ତାଙ୍କଠାରୁ ନଇେ ୟାଆନ୍ତା? ତବେେ ପରମେଶ୍ବର ମାେତେ ଭୟଭୀତ କରନ୍ତେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହେଁ କେହି ପରମେଶ୍ୱରଙ୍କ ଦଣ୍ଡ ଦେବାର ବାଡ଼ିଟିକୁ ତାଙ୍କଠାରୁ ନେଇ ଯାଆନ୍ତା? ତେବେ ପରମେଶ୍ୱର ମୋତେ ଭୟଭୀତ କରନ୍ତେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;