Job 9:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କେହି ତାଙ୍କ ବିରୁଦ୍ଧରେ ଛିଡ଼ା ହୋଇ କେବେ ଅକ୍ଷତ ରହିପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
Odia IRV 2017 (ଓଡିଆ ବାଇବେଲ)
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?