Job 9:5 — Compare Translations
5 translations compared side by side
Odia - 1840
"ପରମେଶ୍ବର କୋରଧ ହେଲେ ପର୍ବତକୁ ମଧ୍ଯ ତା' ନିଜ ସ୍ଥାନରୁ ହଟାଇ ଦଇେ ପାରନ୍ତି। ଏବଂ ସହେି ପର୍ବତ ମଧ୍ଯ ନିଜେ ଜାଣିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ୍ରୋଧ ହେଲେ ପର୍ବତକୁ ମଧ୍ୟ ତା’ ନିଜ ସ୍ଥାନରୁ ହଟାଇ ଦେଇ ପାରନ୍ତି। ଏବଂ ସେହି ପର୍ବତ ମଧ୍ୟ ନିଜେ ଜାଣି ପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।