Job 9:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ଇଚ୍ଛାକଲେ ଭୂମିକମ୍ପ ସୃଷ୍ଟି କରି ପୃଥିବୀକୁ ହଲାଇ ପାରନ୍ତି। ପରମେଶ୍ବର ପୃଥିବୀର ମୂଳଦୁଆ ଦୋହଲାଇ ଦଇେ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇଚ୍ଛାକଲେ ଭୂମିକମ୍ପ ସୃଷ୍ଟି କରି ପୃଥିବୀକୁ ହଲାଇ ପାରନ୍ତି। ପରମେଶ୍ୱର ପୃଥିବୀର ମୂଳଦୁଆ ଦୋହଲାଇ ଦେଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀକୁ ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।