Job 9:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ସୂର୍ୟ୍ଯକୁ କହି ତା'ର ଉଦଯ ହବୋକୁ ବନ୍ଦ କରିଦଇେ ପାରନ୍ତି। ସେ ତାରାଗଣକୁ ଚମକିବା ବନ୍ଦ କରି ଦଇପୋରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସୂର୍ଯ୍ୟକୁ କହି ତା’ର ଉଦୟ ହେବାକୁ ବନ୍ଦ କରିଦେଇ ପାରନ୍ତି। ସେ ତାରାଗଣକୁ ଚମକିବା ବନ୍ଦ କରି ଦେଇପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।