Job 9:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏକାକୀ ଆକାଶମଣ୍ତଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ୱର ସମୁଦ୍ରର ତରଙ୍ଗ ଉପରେ ଗ୍ଭଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।