Joel 1:10 — Compare Translations

5 translations compared side by side

Odia - 1840
"ଶସ୍ଯ କ୍ଷେତ୍ର ଧ୍ବଂସ ହାଇେଛି, ଏପରିକି ଭୂମି ମଧ୍ଯ କାନ୍ଦୁଛି। କାରଣ ଶସ୍ଯସବୁ ନଷ୍ଟ ହାଇେଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ୟାଇଛି। ଅଲିଭ ତଲେ ଶଷେ ହାଇୟୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟକ୍ଷେତ୍ର ଧ୍ୱଂସ ହୋଇଛି, ଏପରିକି ଭୂମି ମଧ୍ୟ କାନ୍ଦୁଛି। କାରଣ ଶସ୍ୟସବୁ ନଷ୍ଟ ହୋଇଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ଯାଇଛି। ଅଲିଭ ତେଲ ଶେଷ ହୋଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।