Joel 1:11 — Compare Translations
5 translations compared side by side
Odia - 1840
"ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ବର ରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭମାନେେ ମଧ୍ଯ ରୋଦନ କର। କାରଣ ତୁମ୍ଭର କ୍ଷତେ ରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ବଂସ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ୱରରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭେମାନେ ମଧ୍ୟ ରୋଦନ କର। କାରଣ ତୁମ୍ଭର କ୍ଷେତରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।