Joel 1:12 — Compare Translations

5 translations compared side by side

Odia - 1840
"ଦ୍ରାକ୍ଷାଲତାଗୁଡିକ ଶୁଷ୍କ ହାଇେଛନ୍ତି ଓ ଡିମିରି ବୃକ୍ଷ ମରି ୟାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡିକ ଶୁଖି ୟାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ଵ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାଲତାଗୁଡ଼ିକ ଶୁଷ୍କ ହୋଇଛନ୍ତି ଓ ଡିମ୍ବିରି ବୃକ୍ଷ ମରି ଯାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡ଼ିକ ଶୁଖି ଯାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରି ବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।