Joel 1:14 — Compare Translations
5 translations compared side by side
Odia - 1840
"ଲୋକମାନଙ୍କୁ କୁହ ଯେ ଉପବାସ ପାଇଁ ଗୋଟିଏ ସ୍ବତନ୍ତ୍ର ସମୟ ହବେ। ସମସ୍ତ ଲୋକଙ୍କୁ ଏକ ସ୍ବତନ୍ତ୍ର ସଭାକୁ ଆହ୍ବାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରୀତ କର। ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପ ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବାକୁ ସମାନଙ୍କେୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଗୃହରେ ପ୍ରାଚୀନଗଣକୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳମାନଙ୍କର ଭୟଙ୍କର ବିନାଶ ଲୋକମାନଙ୍କୁ କୁହ ଯେ, ଉପବାସ ପାଇଁ ଗୋଟିଏ ସ୍ୱତନ୍ତ୍ର ସମୟ ହେବ। ସମସ୍ତ ଲୋକଙ୍କୁ ଏକ ସ୍ୱତନ୍ତ୍ର ସଭାକୁ ଆହ୍ୱାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରିତ କର। ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାକୁ ସେମାନଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।