Joel 1:15 — Compare Translations
5 translations compared side by side
Odia - 1840
"ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସେହି ସମୟରେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିକଟରୁ ଦଣ୍ତ ପ୍ରଳୟ ତୁଲ୍ୟ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।