Joel 1:16 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ବରଙ୍କ ମନ୍ଦିରରୁ ଗ୍ଭଲି ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଳାସ କି ଅନ୍ତର କରାଯାଇ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ୱରଙ୍କ ମନ୍ଦିରରୁ ଗ୍ଭଲି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?