Joel 1:17 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଯେଉଁ ମଞ୍ଜି ଭୁମି ରେ ରୋପଣ କରିଥିଲୁ ସଗେୁଡିକ ମାଟି ରେ ଶୁଖି ମରିୟାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ଯ ଅମାର ଶୂନ୍ଯ ଓ ଭଗ୍ନ ପ୍ରାଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ଵଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଯେଉଁ ମଞ୍ଜି ଭୁମିରେ ରୋପଣ କରିଥିଲୁ ସେଗୁଡ଼ିକ ମାଟିରେ ଶୁଖି ମରିଯାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ୟ ଅମାର ଶୂନ୍ୟ ଓ ଭଗ୍ନ ପ୍ରାୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।