Joel 1:18 — Compare Translations
5 translations compared side by side
Odia - 1840
"ପଶୁଗଣ କ୍ଷୁଧା ରେ ବିଳାପ କରୁଛନ୍ତି। ଗୋରୁପଲ ଏଣତେଣେେ ବିଚରଣ କରୁଛନ୍ତି, ଘାସ ନପାଇ ବ୍ଯାକୁଳ ହେଉଛନ୍ତି। ମଷେପଲ ମଧ୍ଯ ୟନ୍ତ୍ରଣା ଭୋଗ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶୁଗଣ କିପରି ଆର୍ତ୍ତସ୍ଵର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ନଷ୍ଟ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପଶୁଗଣ କ୍ଷୁଧାରେ ବିଳାପ କରୁଛନ୍ତି। ଗୋରୁପଲ ଏଣେତେଣେ ବିଚରଣ କରୁଛନ୍ତି, ଘାସ ନ ପାଇ ବ୍ୟାକୁଳ ହେଉଛନ୍ତି। ମେଷପଲ ମଧ୍ୟ ଯନ୍ତ୍ରଣା ଭୋଗ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।