Joel 1:19 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଗତ କରି ଦଇେଛି। ସହେି ଅଗ୍ନି ଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡି଼ ଜାଳି ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରି ଦେଇଛି। ସେହି ଅଗ୍ନିଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡ଼ି ଜାଳି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।