Joel 1:2 — Compare Translations
5 translations compared side by side
Odia - 1840
"ହେ ପ୍ରାଚୀନଗଣ, ତୁମ୍ଭମାନେେ ମାରେ ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମାରେ କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର । ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରାଚୀନଗଣ, ତୁମ୍ଭେମାନେ ମୋର ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମୋର କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?