Joel 1:20 — Compare Translations
5 translations compared side by side
Odia - 1840
"ବନ୍ଯ ପ୍ରାଣୀମାନେ ମଧ୍ଯ ତୁମ୍ଭର ସାହାୟ୍ଯ ଭିକ୍ଷା କରୁଛନ୍ତି। ଝରଣାଗୁଡିକ ଜଳଶୂନ୍ଯ ଓ ଶୁଷ୍କ। ଅଗ୍ନି ଆମ୍ଭର ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧକାଉ-ଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟ ପ୍ରାଣୀମାନେ ମଧ୍ୟ ତୁମ୍ଭର ସାହାଯ୍ୟ ଭିକ୍ଷା କରୁଛନ୍ତି। ଝରଣାଗୁଡ଼ିକ ଜଳଶୂନ୍ୟ ଓ ଶୁଷ୍କ। ଅଗ୍ନି ଆମ୍ଭର ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି।