Joel 1:3 — Compare Translations

5 translations compared side by side

Odia - 1840
"ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସମାନଙ୍କେର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସମାନଙ୍କେର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପୁରୁଷଙ୍କୁ ଜଣାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସେମାନଙ୍କର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସେମାନଙ୍କର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।